Online Bible

- Reklamy -




ଯିଶାଇୟ 62:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

8 ସଦାପ୍ରଭୁ ଆପଣାର ଦକ୍ଷିଣ ହସ୍ତ ଓ ବଳବାନ ବାହୁ ଦ୍ଵାରା ଶପଥ କରିଅଛନ୍ତି, ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

8 ସଦାପ୍ରଭୁ ଆପଣାର ଡାହାଣ ହସ୍ତ ଓ ବଳବାନ ବାହୁ ଦ୍ୱାରା ଶପଥ କରିଅଛନ୍ତି, “ନିଶ୍ଚୟ ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭ ଶତ୍ରୁଗଣର ଖାଦ୍ୟ ନିମନ୍ତେ ଆଉ ଦେବା ନାହିଁ ଓ ଯହିଁ ନିମନ୍ତେ ତୁମ୍ଭେ ପରିଶ୍ରମ କରିଅଛ, ତୁମ୍ଭର ସେହି ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

8 ସଦାପ୍ରଭୁ ନିଜର ଦକ୍ଷିଣ ହସ୍ତ ଓ ବଳବାନ୍ ବାହୁଦ୍ୱାରା ଶପଥ କରିଛନ୍ତି, “ଆମ୍ଭେ ତୁମ୍ଭର ଶସ୍ୟ ତୁମ୍ଭର ଶତ୍ରୁଗଣଙ୍କୁ ଖାଦ୍ୟ ନିମନ୍ତେ ନିଶ୍ଚୟ ଦେବା ନାହିଁ ଓ ଯେଉଁ ଦ୍ରାକ୍ଷାରସ ପାଇଁ ତୁମ୍ଭେ ପରିଶ୍ରମ କରିଅଛ, ସେହି ନୂତନ ଦ୍ରାକ୍ଷାରସ ବିଦେଶୀମାନେ ଆଉ ପାନ କରିବେ ନାହିଁ।

Viz kapitola kopírovat




ଯିଶାଇୟ 62:8

Následuj nás:

Reklamy


Reklamy