ଯିଶାଇୟ 63:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ଵିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ। Viz kapitolaଓଡିଆ ବାଇବେଲ14 ଉପତ୍ୟକାକୁ ଓହ୍ଲାଇ ଯିବା ପଶୁପଲ ତୁଲ୍ୟ ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ; ଏହି ପ୍ରକାରେ ତୁମ୍ଭେ ଆପଣା ନିମନ୍ତେ ଏକ ଗୌରବାନ୍ୱିତ ନାମ ସ୍ଥାପନାର୍ଥେ ଆପଣା ଲୋକମାନଙ୍କୁ ଗମନ କରାଇଲ।” Viz kapitolaପବିତ୍ର ବାଇବଲ14 ଯେପରି ପଶୁପଲ ଉପତ୍ୟକାକୁ ଓହ୍ଲାଇ ଯାଆନ୍ତି ସେହିପରି ସଦାପ୍ରଭୁଙ୍କ ଆତ୍ମା ସେମାନଙ୍କୁ ବିଶ୍ରାମ କରାଇଲେ। ଏହିପରି ତୁମ୍ଭେ ନିଜ ନାମକୁ ଗୌରବାନ୍ୱିତ କରିବାକୁ ନିଜ ଲୋକମାନଙ୍କୁ ଗ୍ଭଳିତ କର। Viz kapitola |