Online Bible

- Reklamy -




ଯିଶାଇୟ 63:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆମ୍ଭ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ-କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।

Viz kapitola kopírovat

ଓଡିଆ ବାଇବେଲ

7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେଉଁ ସବୁ ଉପକାର କରିଅଛନ୍ତି, ପୁଣି ଆପଣାର ନାନାବିଧ ଦୟା ଓ ପ୍ରଚୁର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ-ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା କୀର୍ତ୍ତନ କରିବା।

Viz kapitola kopírovat

ପବିତ୍ର ବାଇବଲ

7 ଆମ୍ଭେ ସଦାପ୍ରଭୁଙ୍କର ସ୍ନେହପୂର୍ଣ୍ଣ କରୁଣାସବୁ କୀର୍ତ୍ତନ କରିବା ଓ ସଦାପ୍ରଭୁ ଆମ୍ଭମାନଙ୍କର ଯେ ସବୁ ଉପକାର କରିଅଛନ୍ତି, ପୁଣି ନିଜର ନାନାବିଧ ଦୟା ଓ ଅପାର ସ୍ନେହପୂର୍ଣ୍ଣ କରୁଣା ଅନୁସାରେ ଇସ୍ରାଏଲ ବଂଶର ଯେଉଁ ପ୍ରଚୁର ମଙ୍ଗଳ କରିଅଛନ୍ତି, ତଦନୁସାରେ ଆମ୍ଭେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କରିବା।

Viz kapitola kopírovat




ଯିଶାଇୟ 63:7

Následuj nás:

Reklamy


Reklamy