Online Bible

- Reklamy -




ଯିଶାଇୟ 65:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;

Viz kapitola kopírovat

ଓଡିଆ ବାଇବେଲ

13 ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେମାନେ କ୍ଷୁଧାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ହେବ; ଦେଖ, ଆମ୍ଭର ଦାସମାନେ ଆନନ୍ଦ କରିବେ, ମାତ୍ର ତୁମ୍ଭେମାନେ ଲଜ୍ଜିତ ହେବ;

Viz kapitola kopírovat

ପବିତ୍ର ବାଇବଲ

13 ସେହି ସକାଶେ ମୋର ପ୍ରଭୁ ସଦାପ୍ରଭୁ ଏହିକଥା କରନ୍ତି, “ଆମ୍ଭର ଦାସମାନେ ଭୋଜନ କରିବେ, ମାତ୍ର ତୁମ୍ଭେ ମନ୍ଦାଗ୍ଭରୀମାନେ କ୍ଷୁଧାର୍ତ୍ତ ରହିବ। ଆମ୍ଭର ଦାସମାନେ ପାନ କରିବେ, ମାତ୍ର ତୁମ୍ଭେମାନେ ତୃଷାର୍ତ୍ତ ରହିବ। ଆମ୍ଭର ଦାସମାନେ ଆନନ୍ଦ କଲାବେଳେ ତୁମ୍ଭେମାନେ ଲଜ୍ଜିତ ହେବ।

Viz kapitola kopírovat




ଯିଶାଇୟ 65:13

Následuj nás:

Reklamy


Reklamy