ଯିଶାଇୟ 65:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ। Viz kapitolaଓଡିଆ ବାଇବେଲ20 ସେସମୟରୁ ସେସ୍ଥାନରେ ଅଳ୍ପ ଦିନର ଶିଶୁ କିଅବା ଅସମ୍ପୂର୍ଣ୍ଣାୟୁ ବୃଦ୍ଧ ଲୋକ ଆଉ ନ ଥିବ; କାରଣ ବାଳକ ଏକ ଶତ ବର୍ଷ ବୟଃକ୍ରମରେ ମରିବ ଓ ପାପୀ ଏକ ଶତ ବର୍ଷ ବୟସ୍କ ହୋଇ ଶାପଗ୍ରସ୍ତ ହେବ। Viz kapitolaପବିତ୍ର ବାଇବଲ20 କ୍ଷୀଣଜୀବୀ ଶିଶୁ ନୁହେଁ କିନ୍ତୁ ବୃଦ୍ଧା ଯେ କି ଗୋଟିଏ ପୂର୍ଣ୍ଣ ଜୀବନ ବଞ୍ଚି ରହେ ନାହିଁ। ସେଠାରେ ବଞ୍ଚି ରହିବ, ଗୋଟିଏ ବାଳକ ଏକଶତ ବର୍ଷ ପର୍ଯ୍ୟନ୍ତ ବଞ୍ଚିତ ଏବଂ ଯଦି ଗୋଟିଏ ବାଳକ ଏକଶତ ବର୍ଷ ପୂର୍ବରୁ ମରେ, ସେ ଅଭିଶପ୍ତ ବୋଲି ବିଗ୍ଭର କରାଯିବ। Viz kapitola |