ଯିଶାଇୟ 65:25 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି।” Viz kapitolaପବିତ୍ର ବାଇବଲ (Re-edited) - (BSI)25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ, ସଦାପ୍ରଭୁ ଏହା କହନ୍ତି। Viz kapitolaଓଡିଆ ବାଇବେଲ25 କେନ୍ଦୁଆ ବାଘ ଓ ମେଣ୍ଢାଛୁଆ ଏକତ୍ର ଚରିବେ ଓ ସିଂହ ଗୋରୁ ପରି ନଡ଼ା ଖାଇବ; ପୁଣି, ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତର କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ,” ସଦାପ୍ରଭୁ ଏହା କହନ୍ତି। Viz kapitolaପବିତ୍ର ବାଇବଲ25 ଗଧିଆ ଓ ମେଣ୍ଢାଛୁଆ ଏକତ୍ର ରହିବେ, ସିଂହ ଗୋରୁପଲ ପରି ନଡ଼ା ଖାଇବ। ପୁଣି ଧୂଳି ସର୍ପର ଖାଦ୍ୟ ହେବ। ସେମାନେ ଆମ୍ଭ ପବିତ୍ର ପର୍ବତରେ କୌଣସି ସ୍ଥାନରେ ହିଂସା କି ବିନାଶ କରିବେ ନାହିଁ।” ସଦାପ୍ରଭୁ ଏହା କୁହନ୍ତି। Viz kapitola |