Online Bible

- Reklamy -

ଯିଶାଇୟ 65:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ପୁଣି, ଆମ୍ଭେ ଯାକୁବଠାରୁ ଏକ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତଗଣର ଏକ ଅଧିକାରୀ ଉତ୍ପନ୍ନ କରିବା ଓ ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି କରିବେ।

Viz kapitola kopírovat

ଓଡିଆ ବାଇବେଲ

ପବିତ୍ର ବାଇବଲ

9 ପୁଣି ଆମ୍ଭେ ଯାକୁବଠାରୁ ଗୋଟିଏ ବଂଶ ଓ ଯିହୁଦାଠାରୁ ଆମ୍ଭ ପର୍ବତମାନଙ୍କର ଏକ ଅଧିକାରୀ ଉତ୍ପନ୍ନ କରିବା। ଆମ୍ଭର ମନୋନୀତ ଲୋକମାନେ ତାହା ଅଧିକାର କରିବେ ଓ ଆମ୍ଭର ଦାସମାନେ ସେଠାରେ ବସତି ସ୍ଥାପନ କରିବେ।

Viz kapitola kopírovat

ଯିଶାଇୟ 65:9

Následuj nás:

Reklamy

Reklamy