ଯିଶାଇୟ 66:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ। Viz kapitolaପବିତ୍ର ବାଇବଲ (Re-edited) - (BSI)12 କାରଣ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ଵର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ କକ୍ଷରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ। Viz kapitolaଓଡିଆ ବାଇବେଲ12 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତାହା ଆଡ଼କୁ ନଦୀ ତୁଲ୍ୟ ଶାନ୍ତି ଓ ଉଚ୍ଛୁଳିବା ସ୍ରୋତ ତୁଲ୍ୟ ନାନା ଦେଶୀୟମାନଙ୍କ ଐଶ୍ୱର୍ଯ୍ୟ ବହାଇବା, ପୁଣି ତୁମ୍ଭେମାନେ ତହିଁରୁ ସ୍ତନ୍ୟ ପାନ କରିବ ଓ ତୁମ୍ଭେମାନେ ବାହୁରେ ବୁହାଯିବ ଓ ଆଣ୍ଠୁ ଉପରେ ନଚାଯିବ। Viz kapitolaପବିତ୍ର ବାଇବଲ12 ସଦାପ୍ରଭୁ ଏହା କହନ୍ତି, “ଏହା ଶାନ୍ତି ରୂପେ ତା'ର ଜଳପୂର୍ଣ୍ଣ ଝରଣା ଆଡ଼କୁ ବହିବ। ଜାତିଗଣର ଧନ ସମ୍ପତ୍ତି ଗୋଟିଏ ପରିପୂର୍ଣ୍ଣ ଝରଣା ସଦୃଶ, ତୁମ୍ଭେ ସେବକ ହେବ ଏବଂ ଗୋଟିଏ ଅଣ୍ଟାରେ ବହନ ହେବ। Viz kapitola |