ଯିଶାଇୟ 7:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ? Viz kapitolaପବିତ୍ର ବାଇବଲ (Re-edited) - (BSI)13 ଏଥିରେ ସେ କହିଲେ, ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟକୁ କ୍ଳା; କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋʼ ପରମେଶ୍ଵରଙ୍କୁ ହିଁ କ୍ଳା; କରିବ? Viz kapitolaଓଡିଆ ବାଇବେଲ13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ’ ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ? Viz kapitolaପବିତ୍ର ବାଇବଲ13 ତା'ପରେ ଯିଶାଇୟ କହିଲେ, “ହେ ଦାଉଦଙ୍କର ବଂଶ! ସାବଧାନ ହୋଇ ଶୁଣ। ତୁମ୍ଭେମାନେ ତୁଚ୍ଛମାନବର ଧୈର୍ଯ୍ୟକୁ ପରୀକ୍ଷା କରିଛ ବୋଲି ମୋର ପ୍ରଭୁ ପରମେଶ୍ୱରଙ୍କ ଧୈର୍ଯ୍ୟକୁ ପରୀକ୍ଷା କରି ପାରିବ ନାହିଁ। Viz kapitola |