ଯିଶାଇୟ 7:18 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ପୁଣି, ସେହିଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମଧୁମକ୍ଷିକା ପ୍ରତି ଶିଷ୍ ଦେବେ। Viz kapitolaଓଡିଆ ବାଇବେଲ18 ପୁଣି, ସେହି ଦିନ ସଦାପ୍ରଭୁ ମିସର ଦେଶୀୟ ନଦୀସବୁର ପ୍ରାନ୍ତସ୍ଥ ମକ୍ଷିକାର ପ୍ରତି ଓ ଅଶୂର ଦେଶୀୟ ମହୁମାଛି ପ୍ରତି ଶିଷ୍ ଦେବେ। Viz kapitolaପବିତ୍ର ବାଇବଲ18 “ସେହି ସମୟରେ ସଦାପ୍ରଭୁ ‘ମକ୍ଷିକା’କୁ ଆହ୍ୱାନ ଦେବେ। ସେହି ମକ୍ଷିକା ମିଶରର ନଦୀ ନିକଟରେ ଅଛି। ବର୍ତ୍ତମାନ ‘ମଧୁମକ୍ଷିକା’ ଅଶୂର ଦେଶରେ ଅଛନ୍ତି ଏହି ଶତ୍ରୁଗଣ ତୁମ୍ଭ ରାଜ୍ୟକୁ ଆସିବେ। Viz kapitola |