ଯିଶାଇୟ 7:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; Viz kapitolaପବିତ୍ର ବାଇବଲ (Re-edited) - (BSI)8 କାରଣ ଅରାମର ମସ୍ତକ ଦାମାସ୍କସ୍ ଓ ଦାମାସ୍କସ୍ର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ତ ଖଣ୍ତ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; Viz kapitolaଓଡିଆ ବାଇବେଲ8 କାରଣ ଅରାମର ମସ୍ତକ ଦମ୍ମେଶକ ଓ ଦମ୍ମେଶକର ମସ୍ତକ ରତ୍ସୀନ; ପୁଣି, ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଖଣ୍ଡ ଖଣ୍ଡ ହୋଇ ଏପରି ଭଗ୍ନ ହେବ ଯେ, ସେ ଆଉ ଏକ ଗୋଷ୍ଠୀ ହୋଇ ରହିବ ନାହିଁ; Viz kapitolaପବିତ୍ର ବାଇବଲ8 ଯେତେବେଳେ ରତ୍ସୀନ ଦମ୍ମେଶକର ରାଜା ହେବେ ଏହା ଘଟିବ ନାହିଁ। କାରଣ ପଞ୍ଚଷଠି ବର୍ଷ ମଧ୍ୟରେ ଇଫ୍ରୟିମ ଇସ୍ରାଏଲ ଏପରି ଖଣ୍ଡ ବିଖଣ୍ଡିତ ହେବ ଯେ ତାହା ଏକ ଗୋଷ୍ଠୀ ହୋଇ ରହିବ ନାହିଁ। Viz kapitola |