ଯିଶାଇୟ 8:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି। Viz kapitolaପବିତ୍ର ବାଇବଲ (Re-edited) - (BSI)17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି। Viz kapitolaଓଡିଆ ବାଇବେଲ17 ପୁଣି, ଯେ ଯାକୁବ-ବଂଶଠାରୁ ଆପଣା ମୁଖ ଆଚ୍ଛାଦନ କରନ୍ତି, ମୁଁ ସେହି ସଦାପ୍ରଭୁଙ୍କର ଅପେକ୍ଷା କରିବି ଓ ତାହାଙ୍କ ପାଇଁ ଅନାଇ ରହିବି। Viz kapitolaପବିତ୍ର ବାଇବଲ17 ମୁଁ ସଦାପ୍ରଭୁଙ୍କୁ ସାହାଯ୍ୟ ପାଇଁ ଅପେକ୍ଷା କରିବି। ଯେତେବେଳେ ଯାକୁବ ପରିବାରରୁ ସେ ଆପଣାର ମୁଖ ଲୁଗ୍ଭନ୍ତି। ମୁଁ ସଦାପ୍ରଭୁଙ୍କ ଉପରେ ଆଶା ରଖିବି, ମୁଁ ଏଥିପାଇଁ ଅପେକ୍ଷା କରିବି। Viz kapitola |