ଯିଶାଇୟ 8:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ। Viz kapitolaଓଡିଆ ବାଇବେଲ22 ପୁଣି, ସେମାନେ ଭୂମି ଆଡ଼େ ନିରୀକ୍ଷଣ କରିବେ, ଆଉ ଦେଖ, ସଙ୍କଟ ଓ ଅନ୍ଧକାର, ଯାତନାରୂପ ତିମିର; ପୁଣି, ସେମାନେ ନିବିଡ଼ ଅନ୍ଧକାରକୁ ତାଡ଼ିତ ହେବେ। Viz kapitolaପବିତ୍ର ବାଇବଲ22 ଯଦି ସେମାନେ ତାଙ୍କର ଦେଶର ଗ୍ଭରିଆଡ଼କୁ ଦୃଷ୍ଟିପାତ କରିବେ ତେବେ ସେମାନେ କେବଳ ଦୁଃଖ ଓ ଯାତନାରୂପକ ଅନ୍ଧକାର ଦେଖିବେ ଓ ସେହି ଦୁଃଖରୂପକ ଅନ୍ଧକାର ଦେଖି ଦେଶ ପରିତ୍ୟାଗ କରିବାକୁ ବାଧ୍ୟ ହେବେ। ପୁଣି ସେହି ଅନ୍ଧକାରରେ ଆବଦ୍ଧ ହୋଇଥିବା ବ୍ୟକ୍ତି ନିଜକୁ ସେଥିରୁ ଉଦ୍ଧାର କରି ପାରିବେ ନାହିଁ। Viz kapitola |