ଯିଶାଇୟ 9:11 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; Viz kapitolaପବିତ୍ର ବାଇବଲ (Re-edited) - (BSI)11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; Viz kapitolaଓଡିଆ ବାଇବେଲ11 ଏହେତୁ ସଦାପ୍ରଭୁ ତାହାର ପ୍ରତିକୂଳରେ ରତ୍ସୀନର ବିପକ୍ଷଗଣକୁ ଉନ୍ନତ କରିବେ ଓ ତାହାର ଶତ୍ରୁଗଣକୁ ଉତ୍ତେଜିତ କରିବେ; Viz kapitolaପବିତ୍ର ବାଇବଲ11 ତେଣୁ ସଦାପ୍ରଭୁ ଇସ୍ରାଏଲ ବିରୁଦ୍ଧରେ ଲଢ଼ିବାକୁ ଏକ ଗୋଷ୍ଠୀ ପ୍ରସ୍ତୁତ କରିବେ। ସଦାପ୍ରଭୁ ରତ୍ସୀନର ବିପକ୍ଷଗଣଙ୍କୁ ତାଙ୍କ ବିରୁଦ୍ଧରେ ପଠାଇବେ। Viz kapitola |