ଯିଶାଇୟ 9:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaଓଡିଆ ବାଇବେଲ12 ସମ୍ମୁଖରେ ଅରାମୀୟମାନେ ଓ ପଶ୍ଚାତରେ ପଲେଷ୍ଟୀୟମାନେ ହେବେ; ଆଉ, ସେମାନେ ପ୍ରସାରିତ ମୁଖରେ ଇସ୍ରାଏଲକୁ ଗ୍ରାସ କରିବେ। ଏସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି। Viz kapitolaପବିତ୍ର ବାଇବଲ12 ତା'ପରେ ସଦାପ୍ରଭୁ ଅରାମୀୟମାନଙ୍କୁ ପୂର୍ବଦିଗରୁ ଓ ପଲେଷ୍ଟୀୟମାନଙ୍କୁ ପଶ୍ଚିମଦିଗରୁ ଅଣାଇବେ। ସେହି ଶତ୍ରୁଗଣ ଏକତ୍ରିତ ଇସ୍ରାଏଲ ବାହିନୀକୁ ପରାଜିତ କରିବେ। ତଥାପି ସଦାପ୍ରଭୁ ଇସ୍ରାଏଲ ଉପରେ କ୍ରୋଧିତ ହେବେ ଓ ତା'ର ଲୋକମାନଙ୍କୁ ଦଣ୍ଡ ଦେବାକୁ ପ୍ରସ୍ତୁତ ରହିବେ। Viz kapitola |