ଯିଶାଇୟ 9:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି। Viz kapitolaଓଡିଆ ବାଇବେଲ13 ତଥାପି ଲୋକମାନଙ୍କୁ ଯେ ପ୍ରହାର କରିଅଛନ୍ତି, ତାହାଙ୍କ ନିକଟକୁ ସେମାନେ ଫେରି ନାହାନ୍ତି, କିଅବା ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି। Viz kapitolaପବିତ୍ର ବାଇବଲ13 ପରମେଶ୍ୱର ଦଣ୍ଡ ଦେଲେ ମଧ୍ୟ ସେମାନେ ପାପ କରିବାରୁ ନିବୃତ୍ତ ହେବେ ନାହିଁ। ସେମାନେ ତାଙ୍କ ନିକଟକୁ ଫେରିବେ ନାହିଁ କିଅବା ସର୍ବଶକ୍ତିମାନ ସଦାପ୍ରଭୁଙ୍କୁ ଅନୁସରଣ କରିବେ ନାହିଁ। Viz kapitola |