ଯିଶାଇୟ 9:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି ଯେଉଁମାନେ ସେମାନଙ୍କ ଦ୍ଵାରା ପଥ କଢ଼ାଯାʼନ୍ତି, ସେମାନେ ବିନଷ୍ଟ ହୁଅନ୍ତି। Viz kapitolaଓଡିଆ ବାଇବେଲ16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା’ନ୍ତି, ସେମାନେ ବିନଷ୍ଟ ହୁଅନ୍ତି। Viz kapitolaପବିତ୍ର ବାଇବଲ16 ପଥପ୍ରଦର୍ଶକଗଣ ଲୋକମାନଙ୍କୁ ଭୁଲ୍ ବାଟରେ ପରିଗ୍ଭଳିତ କରନ୍ତି। ଆଉ ସେମାନଙ୍କୁ ଅନୁସରଣ କରୁଥିବା ବ୍ୟକ୍ତିଗଣ ବିନଷ୍ଟ ହେବେ। Viz kapitola |