ଯିଶାଇୟ 9:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ; Viz kapitolaପବିତ୍ର ବାଇବଲ (Re-edited) - (BSI)20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ନୋହିବେନ୍ତ ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ; Viz kapitolaଓଡିଆ ବାଇବେଲ20 ତହିଁରେ ଲୋକେ ଦକ୍ଷିଣ ହସ୍ତରେ ଛଡ଼ାଇବେ, ପୁଣି, କ୍ଷୁଧିତ ହେବେ; ପୁଣି, ବାମ ହସ୍ତରେ ଭୋଜନ କରିବେ ଓ ତୃପ୍ତ ହେବେ ନାହିଁ; ସେମାନେ ପ୍ରତ୍ୟେକେ ଆପଣା ଆପଣା ବାହୁର ମାଂସ ଭୋଜନ କରିବେ; Viz kapitolaପବିତ୍ର ବାଇବଲ20 ଲୋକମାନେ ଦକ୍ଷିଣ ହସ୍ତରେ ଚଞ୍ଚଳ ଚଞ୍ଚଳ ଗିଳି ପକାଇବେ, ମାତ୍ର କ୍ଷୁଧିତ ହେବେ। ବାମ ହସ୍ତରେ ଯାହା ଭୋଜନ କରିବେ ସେଥିରେ ତୃପ୍ତ ହେବେ ନାହିଁ। ତା'ପରେ ସେମାନେ ନିଜ ପିଲାମାନଙ୍କ ମାଂସ ଭକ୍ଷ୍ୟଣ କରିବେ। Viz kapitola |