ଯାକୁବଙ୍କ ପତ୍ର 1:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ। Viz kapitolaଓଡିଆ ବାଇବେଲ10 ଧନୀ ଆପଣା ଦୀନାବସ୍ଥାରେ ଦର୍ପ କରୁ, କାରଣ ଘାସର ଫୁଲ ପରି ସେ ଝଡ଼ିପଡ଼ିବ । Viz kapitolaପବିତ୍ର ବାଇବଲ (CL) NT (BSI)10 ପୁଣି ଖୀଷ୍ଟବିଶ୍ୱାସୀ ଧନୀ ତା’ର ହୀନାବସ୍ଥାରେ ଦର୍ପ କର, କାରଣ ଧନୀ ଘାସ ଫୁଲ ପରି ଝଡ଼ିଯାଏ। Viz kapitolaପବିତ୍ର ବାଇବଲ10 ସେହିପରି ଜଣେ ଧନୀ ବିଶ୍ୱାସୀ ଯେ ଆତ୍ମିକ ଭାବରେ ଗରିବ, ତାହା ପରମେଶ୍ୱର ତାହାକୁ ଦେଖାଇ ଦେଇଥିବାରୁ, ସେ ଗର୍ବ କରିବା ଉଚିତ୍। ଧନୀଲୋକ ଜଣକ ଘାସର ଫୁଲ ଭଳି ଝଡ଼ିପଡ଼ି ମରିଯିବ। Viz kapitola |