ଯାକୁବଙ୍କ ପତ୍ର 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ଵରୁ, ଅର୍ଥାତ୍, ଜ୍ୟୋତିର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ। Viz kapitolaଓଡିଆ ବାଇବେଲ17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ । Viz kapitolaପବିତ୍ର ବାଇବଲ (CL) NT (BSI)17 ସମସ୍ତ ଉତ୍ତମ ଦାନ ଓ ସର୍ବୋତ୍କୃଷ୍ଟ ଉପହାର ସ୍ୱର୍ଗସ୍ଥ ପିତାଙ୍କଠାରୁ ଆସିଥାଏ। ସେ ସମଗ୍ର ଜ୍ୟୋତିର୍ମଣ୍ଡଳର ସ୍ରଷ୍ଟା। ସେ ପରିବର୍ତ୍ତନଶୀଳ ନୁହନ୍ତିଁ; ଛାୟାପାତ କରି କେବେ ଲେଶମାତ୍ର ଅନ୍ଧକାର ସୃଷ୍ଟି କରନ୍ତି ନାହିଁ। Viz kapitolaପବିତ୍ର ବାଇବଲ17 ପ୍ରତ୍ୟେକ ଉତ୍ତମ ବିଷୟ ଓ ସିଦ୍ଧ ଦାନ ପରମେଶ୍ୱରଙ୍କଠାରୁ ଆସିଥାଏ। ଯେଉଁ ପରମପିତା ଆକାଶସ୍ଥ ସମସ୍ତ ଜ୍ୟୋତିଃର୍ଗଣ ସୂର୍ଯ୍ୟ, ଚନ୍ଦ୍ର, ତାରାଙ୍କୁ ନିର୍ମାଣ କରିଛନ୍ତି, ତାହାଙ୍କଠାରୁ ଏହି ସମସ୍ତ ଉତ୍ତମ ଦାନ ଆସେ। ପରମେଶ୍ୱର ପରିବର୍ତ୍ତନ ହୁଅନ୍ତି ନାହିଁ, ସେ ସର୍ବଦା ସମାନ ଅଟନ୍ତି। Viz kapitola |