ଯାକୁବଙ୍କ ପତ୍ର 1:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର। Viz kapitolaପବିତ୍ର ବାଇବଲ (Re-edited) - (BSI)21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି, ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର। Viz kapitolaଓଡିଆ ବାଇବେଲ21 ଅତଏବ, ତୁମ୍ଭେମାନେ ସମସ୍ତ ଅଶୁଚିତା ଓ ସବୁପ୍ରକାର ଦୁଷ୍ଟତା ପରିତ୍ୟାଗ କରି ଯେଉଁ ରୋପିତ ବାକ୍ୟ ତୁମ୍ଭମାନଙ୍କ ଆତ୍ମାକୁ ପରିତ୍ରାଣ କରିବା ନିମନ୍ତେ ସମର୍ଥ, ତାହା ନମ୍ର ଭାବରେ ଗ୍ରହଣ କର । Viz kapitolaପବିତ୍ର ବାଇବଲ (CL) NT (BSI)21 ଅତଏବ ସବୁ ପ୍ରକାର କୁଅଭ୍ୟାସ ଓ ଅସତ୍ ଆଚରଣ ପରିହାର କର। ଈଶ୍ୱରଙ୍କ ନିକଟରେ ନିଜକୁ ସମର୍ପଣ କର ଏବଂ ତୁମ ହୃଦୟରେ ସେ ଯେଉଁ ବାକ୍ୟ ରୋପଣ କରିଛନ୍ତି ଏବଂ ଯାହା ତୁମକୁ ରକ୍ଷା କରିବାକୁ ସମର୍ଥ, ତାହା ଗ୍ରହଣ କର। Viz kapitolaପବିତ୍ର ବାଇବଲ21 ତେଣୁ ତୁମ୍ଭମାନଙ୍କ ଜୀବନରୁ ପ୍ରତ୍ୟେକ ମନ୍ଦ ବିଷୟ ଓ ମନ୍ଦ କର୍ମକୁ କାଢ଼ି ପକାଅ। ତୁମ୍ଭର ହୃଦୟରେ ବୁଣା ଯାଇଥିବା ପରମେଶ୍ୱରଙ୍କ ଶିକ୍ଷାଗୁଡ଼ିକୁ ନମ୍ରତାର ସହିତ ଗ୍ରହଣ କର। ଏହି ଶିକ୍ଷା ତୁମ୍ଭର ଆତ୍ମାକୁ ରକ୍ଷା କରି ପାରିବ। Viz kapitola |