ଯାକୁବଙ୍କ ପତ୍ର 1:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କିପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ। Viz kapitolaଓଡିଆ ବାଇବେଲ24 ଯେଣୁ ସେ ଆପଣାକୁ ଦେଖିଲା ଉତ୍ତାରେ ଚାଲିଯାଇ, ସେ କି ପ୍ରକାର ଲୋକ, ତାହା ସେହିକ୍ଷଣି ଭୁଲିଯାଏ । Viz kapitolaପବିତ୍ର ବାଇବଲ (CL) NT (BSI)24 ସେ ଭଲ କରି ନିଜ ରୂପକୁ ନିରୀକ୍ଷଣ କରେ, କିନ୍ତୁ ସେଠାରୁ ଚାଲିଯିବା ମାତ୍ରେ ତା’ର ପ୍ରକୃତ ରୂପ ସେ ଭୁଲିଯାଏ। Viz kapitolaପବିତ୍ର ବାଇବଲ24 ସେ ଦର୍ପଣରେ ନିଜକୁ ଦେଖେ ଓ ଦୂରେଇ ଗ୍ଭଲିଯାଏ ଓ ଶୀଘ୍ର ଭୁଲିଯାଏ ଯେ, ସେ କିପରି ଦିଶୁଥିଲା। Viz kapitola |