ଯାକୁବଙ୍କ ପତ୍ର 2:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର, Viz kapitolaପବିତ୍ର ବାଇବଲ (Re-edited) - (BSI)8 ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର, Viz kapitolaଓଡିଆ ବାଇବେଲ8 ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର, ଶାସ୍ତ୍ରର ଏହି ରାଜକୀୟ ମୋଶାଙ୍କ ବ୍ୟବସ୍ଥା ଯଦି ପ୍ରକୃତରେ ପାଳନ କର, Viz kapitolaପବିତ୍ର ବାଇବଲ (CL) NT (BSI)8 “ପ୍ରତିବେଶୀକୁ ଆତ୍ମତୁଲ୍ୟ ପ୍ରେମ କର” ଶାସ୍ତ୍ର ରେ ଲିଖିତ ଈଶ୍ୱରଙ୍କ ରାଜ୍ୟର ଏହି ବିଧି ଯଦି ପାଳନ କରୁଥାଅ, ତେବେ ତୁମେ ଯଥୋଚିତ କାର୍ଯ୍ୟ କରୁଛ। Viz kapitolaପବିତ୍ର ବାଇବଲ8 ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ୟ କରେ। ଶାସ୍ତ୍ରରେ ଏହି ରାଜକୀୟ ନିୟମଟି ମିଳେ: “ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।” ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା'ହେଲେ ତୁମ୍ଭେ ଠିକ୍ କରୁଛ। Viz kapitola |