ଯାକୁବଙ୍କ ପତ୍ର 2:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ବ୍ୟବସ୍ଥା ଦ୍ଵାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ। Viz kapitolaଓଡିଆ ବାଇବେଲ9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ । Viz kapitolaପବିତ୍ର ବାଇବଲ (CL) NT (BSI)9 କିନ୍ତୁ ଯଦି ବାହ୍ୟ ବେଶଭୂଷା ଦେଖି ଲୋକଙ୍କ ପ୍ରତି ପକ୍ଷପାତ ବ୍ୟବହାର କରୁଥାଅ, ତେବେ ତୁମେ ପାପ କରୁଛ ଓ ବ୍ୟବସ୍ଥଇା ଅନୁଯାୟୀ ତୁମେ ଜଣେ ଆଜ୍ଞାଲଘଂନକାରୀ। Viz kapitolaପବିତ୍ର ବାଇବଲ9 କିନ୍ତୁ ଯଦି ତୁମ୍ଭେ ଜଣକୁ ଅନ୍ୟ ଜଣକ ତୁଳନାରେ ଅଧିକ ମହତ୍ତ୍ୱ ଦେଉଛ, ତା'ହେଲେ ତୁମ୍ଭେ ପାପ କରୁଛ। ସେହି ରାଜକୀୟ ବ୍ୟବସ୍ଥା ପ୍ରମାଣିତ କରେ ଯେ, ତୁମ୍ଭେ ପରମେଶ୍ୱରଙ୍କ ନିୟମ ଭଙ୍ଗ କରିବାରେ ଦୋଷୀ ଅଟ। Viz kapitola |