ଯାକୁବଙ୍କ ପତ୍ର 3:7 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇପାରେ, ପୁଣି, ବଶରେ ରଖାଯାଇଅଛି; Viz kapitolaପବିତ୍ର ବାଇବଲ (Re-edited) - (BSI)7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ଵାରା ବଶରେ ରଖାଯାଇ ପାରେ, ପୁଣି ବଶରେ ରଖାଯାଇଅଛି; Viz kapitolaଓଡିଆ ବାଇବେଲ7 କାରଣ ସମସ୍ତ ପ୍ରକାର ପଶୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀମାନଙ୍କୁ ମାନବ ଦ୍ୱାରା ବଶରେ ରଖାଯାଇ ପାରେ, ପୁଣି, ବଶରେ ରଖାଯାଇଅଛି; Viz kapitolaପବିତ୍ର ବାଇବଲ (CL) NT (BSI)7 ମନୁଷ୍ୟ ସମସ୍ତ ବନ୍ୟଜନ୍ତୁ, ପକ୍ଷୀ, ସରୀସୃପ ଓ ଜଳଚର ପ୍ରାଣୀକୁ ବଶ କରି ପାରିଛି। Viz kapitolaପବିତ୍ର ବାଇବଲ7 ମଣିଷ ପ୍ରତ୍ୟେକ ପ୍ରକାର ହିଂସ୍ର ପଶୁ, ପକ୍ଷୀ, ସରୀସୃପ ଓ ମାଛକୁ ବଶବର୍ତ୍ତୀ କରିପାରେ ଓ କରିଛି ମଧ୍ୟ। Viz kapitola |