ଯାକୁବଙ୍କ ପତ୍ର 4:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ? Viz kapitolaପବିତ୍ର ବାଇବଲ (Re-edited) - (BSI)12 ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ? Viz kapitolaଓଡିଆ ବାଇବେଲ12 ମୋଶାଙ୍କ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା ଜଣେ ମାତ୍ର, ସେ ରକ୍ଷା ଓ ବିନାଶ କରିବାକୁ ସମର୍ଥ; କିନ୍ତୁ ପ୍ରତିବାସୀର ବିଚାର କରୁଅଛ ଯେ ତୁମ୍ଭେ, ତୁମ୍ଭେ କିଏ ? Viz kapitolaପବିତ୍ର ବାଇବଲ (CL) NT (BSI)12 ଈଶ୍ୱର ହିଁ ବ୍ୟବସ୍ଥାଦାତା ଓ ବିଚାରକର୍ତ୍ତା। କେବଳ ସେ ରକ୍ଷା କରି ପାରନ୍ତି, କିଅବା ବିନାଶ କରନ୍ତି। ପ୍ରତିବେଶୀର ଦୋଷଗୁଣ ବିଚାର କରିବାକୁ କିଏ? Viz kapitolaପବିତ୍ର ବାଇବଲ12 କେବଳ ପରମେଶ୍ୱର ହିଁ ବ୍ୟବସ୍ଥା ରଚନା କରନ୍ତି। ସେ ହେଉଛନ୍ତି ଏକମାତ୍ର ବିଗ୍ଭରପତି। ସେ କେବଳ ରକ୍ଷା କରି ପାରନ୍ତି ଓ ବିନାଶ ମଧ୍ୟ କରି ପାରନ୍ତି। ଅତଏବ ଅନ୍ୟ କୌଣସି ଲୋକର ବିଗ୍ଭର କରିବାର ତୁମ୍ଭ ପକ୍ଷରେ ଠିକ୍ ନୁହେଁ। Viz kapitola |