ଯାକୁବଙ୍କ ପତ୍ର 5:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ, Viz kapitolaପବିତ୍ର ବାଇବଲ (Re-edited) - (BSI)19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି କେହି ତାହାକୁ ଫେରାଇ ଆଣେ, Viz kapitolaଓଡିଆ ବାଇବେଲ19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ, Viz kapitolaପବିତ୍ର ବାଇବଲ (CL) NT (BSI)19-20 ଭାଇମାନେ ମଧ୍ୟରୁ କେହି ଯଦି ପଥଭ୍ରଷ୍ଟ ହୁଏ ଏବଂ ଅନ୍ୟ ଜଣେ ତାହାକୁ ସତ୍ପଥକୁ ଫେରାଇ ଆଣେ, ତେବେ ମନେରଖ, ଯେ ବିପଥରୁ ପାପୀକୁ ଫେରାଇ ଆମେ, ସେ ସେହି ପାପୀର ଆତ୍ମାକୁ ମୃତ୍ୟୁର ରକ୍ଷା କରିବ ଓ ତା’ ନିଜର ବହୁ ପାପ କ୍ଷମା ହେବ। Viz kapitolaପବିତ୍ର ବାଇବଲ19 ମୋ’ ଭାଇ ଓ ଭଉଣୀମାନେ! ତୁମ୍ଭ ଭିତରୁ ଯଦି ଜଣେ ସତ୍ୟରୁ ବିଚଳିତ ହୋଇଯାଏ, ତେବେ ଅନ୍ୟ ଜଣେ ତାହାକୁ ସତ୍ୟକୁ ଫେରାଇ ଆଣିବା ପାଇଁ ସାହାଯ୍ୟ କରୁ। Viz kapitola |