Online Bible

- Reklamy -




ଯାକୁବଙ୍କ ପତ୍ର 5:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ।

Viz kapitola kopírovat

ଓଡିଆ ବାଇବେଲ

20 ତେବେ ଯେ ପାପୀକୁ ଭ୍ରାନ୍ତିପଥରୁ ଫେରାଇ ଆଣେ, ସେ ଯେ ତାହାର ଆତ୍ମାକୁ ମୃତ୍ୟୁରୁ ରକ୍ଷା କରେ ଓ ବହୁତ ପାପ ଆଚ୍ଛାଦନ କରେ, ଏହା ଜାଣ ।

Viz kapitola kopírovat

ପବିତ୍ର ବାଇବଲ

20 ଏହା ମନେରଖ: ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫେରାଇ ଆଣେ, ତେବେ ସେ ମୃତ୍ୟୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ୱାରା, ସେହି ଲୋକ ଅନେକ ପାପ କ୍ଷମାର କାରଣ ହୋଇପାରିଥାଏ।

Viz kapitola kopírovat




ଯାକୁବଙ୍କ ପତ୍ର 5:20

Následuj nás:

Reklamy


Reklamy