Online Bible

- Reklamy -




ବିଚାରକର୍ତ୍ତା 1:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍ବାସୀ କିଣାନୀୟମାନଙ୍କୁ ଆଘାତ କରି; ସେହି ନଗରକୁ ବର୍ଜିତ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।

Viz kapitola kopírovat

ଓଡିଆ ବାଇବେଲ

17 ପୁଣି ଯିହୁଦା ଆପଣା ଭ୍ରାତା ଶିମୀୟୋନ ସହିତ ଗମନ କଲା ଓ ସେମାନେ ସଫାତ୍‍ବାସୀ କିଣାନୀୟମାନଙ୍କୁ ଆକ୍ରମଣ କରି ସେହି ନଗରକୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ଓ ସେହି ନଗରର ନାମ ହର୍ମା ହେଲା।

Viz kapitola kopírovat

ପବିତ୍ର ବାଇବଲ

17 ଯିହୁଦା ଓ ତାଙ୍କର ଭାଇମାନେ ମିଶି ଶିମିୟୋନ ପରିବାରବର୍ଗ ସହିତ ଗଲେ, ସେମାନେ ସଫାତ୍ ବାସୀ କିଣାନୀୟମାନଙ୍କୁ ଆଘାତ କରି ସେହି ନଗରକୁ ବର୍ଜିତ ରୂପେ ବିନାଶ କଲେ ଏବଂ ସେହି ନଗରର ନାମ ହେଲା ହର୍ମା।

Viz kapitola kopírovat




ବିଚାରକର୍ତ୍ତା 1:17

Následuj nás:

Reklamy


Reklamy