ବିଚାରକର୍ତ୍ତା 1:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବ୍ଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେ ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ିଦେଲେ। Viz kapitolaଓଡିଆ ବାଇବେଲ20 ପୁଣି ସେମାନେ ମୋଶାଙ୍କ ଆଜ୍ଞାନୁସାରେ କାଲେବଙ୍କୁ ହିବ୍ରୋଣ ଦେଲେ, ଆଉ ସେ ସେହି ସ୍ଥାନରୁ ଅନାକର ତିନି ପୁତ୍ରଙ୍କୁ ତଡ଼ି ଦେଲେ। Viz kapitolaପବିତ୍ର ବାଇବଲ20 କାଲେବ୍କୁ ହିବ୍ରୋଣକୁ ନେବା ପାଇଁ ମୋଶା ପ୍ରତିଜ୍ଞା କରିଥିଲେ, ତେଣୁ ସେହି ଭୂମି କାଲେବ୍କୁ ଦିଆଗଲା। କାଲେବ୍ର ଲୋକମାନେ ବଳାତ୍କାର କରି ଅନାକର ତିନି ପୁତ୍ରକୁ ସେଠାରୁ ତଡ଼ି ଦେଲେ। Viz kapitola |