ବିଚାରକର୍ତ୍ତା 1:28 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT28 ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ିଦେଲେ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)28 ଏଉତ୍ତାରେ ଇସ୍ରାଏଲ ପରାକ୍ରା; ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ। Viz kapitolaଓଡିଆ ବାଇବେଲ28 ଏଥିଉତ୍ତାରେ ଇସ୍ରାଏଲ ପରାକ୍ରାନ୍ତ ହୁଅନ୍ତେ, ସେହି କିଣାନୀୟମାନଙ୍କୁ ବେଠି କର୍ମରେ ରଖିଲେ, ମାତ୍ର ସମ୍ପୂର୍ଣ୍ଣ ରୂପେ ସେମାନଙ୍କୁ ତଡ଼ି ଦେଲେ ନାହିଁ। Viz kapitolaପବିତ୍ର ବାଇବଲ28 ଏହା ପରେ ଇସ୍ରାଏଲର ଲୋକମାନେ ଶକ୍ତିଶାଳୀ ହେବାକୁ ଲାଗିଲେ ଏବଂ ସେମାନଙ୍କର କ୍ରୀତଦାସ କରିବା ପାଇଁ ସେମାନେ କିଣାନୀୟମାନଙ୍କୁ ବାଧ୍ୟ କଲେ। କିନ୍ତୁ କିଣାନୀୟମାନଙ୍କୁ ତଡ଼ିଦେବାକୁ ସେମାନେ ସକ୍ଷମ ହୋଇ ନ ଥିଲେ। Viz kapitola |