ବିଚାରକର୍ତ୍ତା 1:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍ ଓ ଅକଷୀବ୍ କି ହିଲବା କି ଅଫିକ୍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଆଶେର୍ ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ୍ କି ଅହଲବ୍ ଓ ଅକ୍ଷୀବ୍ କି ହିଲବା କି ଅଫିକ୍ କି ରହୋବ-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ। Viz kapitolaଓଡିଆ ବାଇବେଲ31 ଆଶେର ଅକ୍କୋ-ନିବାସୀମାନଙ୍କୁ କିଅବା ସୀଦୋନ କି ଅହଲବ୍ ଓ ଅକଷୀବ୍ କି ହିଲବା କି ଅଫିକ୍ କି ରହୋବନି ବାସୀମାନଙ୍କୁ ତଡ଼ିଦେଲା ନାହିଁ। Viz kapitolaପବିତ୍ର ବାଇବଲ31 ଆଶେର ପରିବାରବର୍ଗମାନଙ୍କ ସହିତ ଠିକ୍, ତାହା ହିଁ ଘିଟିଲା। ଆଶେର ପରିବାରବର୍ଗର ଲୋକମାନେ ଯେଉଁମାନେ ସେମାନଙ୍କ ସହିତ ଅକ୍କୋନିବାସୀ, ସୀଦୋନ୍, ଅହଲବ୍, ଅକଷୀବ, ହିଲବା, ଅଫିକ୍ ଓ ରୋହବରୁ ବସବାସ କରୁଥିଲେ, ସେହି ଲୋକମାନଙ୍କୁ ବିତାଡ଼ିତ କଲେ ନାହିଁ। Viz kapitola |