ବିଚାରକର୍ତ୍ତା 10:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, “ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଥିରେ ଇସ୍ରାଏଲ-ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର। Viz kapitolaଓଡିଆ ବାଇବେଲ15 ଏଥିରେ ଇସ୍ରାଏଲ ସନ୍ତାନମାନେ ସଦାପ୍ରଭୁଙ୍କୁ କହିଲେ, ଆମ୍ଭେମାନେ ପାପ କରିଅଛୁ; ତୁମ୍ଭକୁ ଯାହା କିଛି ଭଲ ଦିଶେ, ତାହା ଆମ୍ଭମାନଙ୍କ ପ୍ରତି କର ପଛେ, ମାତ୍ର ଆମ୍ଭେମାନେ ବିନୟ କରୁଅଛୁ, ଆଜି ଆମ୍ଭମାନଙ୍କୁ ରକ୍ଷା କର। Viz kapitolaପବିତ୍ର ବାଇବଲ15 କିନ୍ତୁ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କୁ କହିଲେ, “ଆମେ ପାପ କରିଛୁ। ତୁମ୍ଭର ଯାହା ଇଚ୍ଛା ଆମ୍ଭମାନଙ୍କୁ ଦଣ୍ତ ଦିଅ। କିନ୍ତୁ ବର୍ତ୍ତମାନ ଆମ୍ଭମାନଙ୍କୁ ଉଦ୍ଧାର କର।” Viz kapitola |