ବିଚାରକର୍ତ୍ତା 10:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଏ ଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା। Viz kapitolaଓଡିଆ ବାଇବେଲ16 ଏଥିଉତ୍ତାରେ ସେମାନେ ଆପଣାମାନଙ୍କ ମଧ୍ୟରୁ ବିଦେଶୀୟ ଦେବଗଣକୁ ଦୂର କରି ସଦାପ୍ରଭୁଙ୍କର ସେବା କଲେ; ତହିଁରେ ଇସ୍ରାଏଲର ଦୁଃଖରେ ତାହାଙ୍କର ପ୍ରାଣ ଅସ୍ଥିର ହେଲା। Viz kapitolaପବିତ୍ର ବାଇବଲ16 ଏହା ପରେ ସେମାନେ ନିଜ ମଧ୍ୟରୁ ବିଦେଶୀ ଦେବଗଣଙ୍କୁ ଦୂର କରିଦେଲେ ଏବଂ ସଦାପ୍ରଭୁଙ୍କର ସେବା କଲେ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କର ଦୁଃଖ ଅଧିକ ସମୟ ଦେଖି ସହି ପାରିଲେ ନାହିଁ। Viz kapitola |