ବିଚାରକର୍ତ୍ତା 10:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ-ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ-ସନ୍ତାନ ପ୍ରତି (ଏପରି କଲେ)। Viz kapitolaଓଡିଆ ବାଇବେଲ8 ତହିଁରେ ସେମାନେ ସେହି ବର୍ଷ ଇସ୍ରାଏଲ ସନ୍ତାନଗଣକୁ ଚୂର୍ଣ୍ଣଶୀର୍ଣ୍ଣ କଲେ; ସେମାନେ ଅଠର ବର୍ଷ ପର୍ଯ୍ୟନ୍ତ ଯର୍ଦ୍ଦନପାରିସ୍ଥ ଗିଲୀୟଦର ଅନ୍ତର୍ଗତ ଇମୋରୀୟ ଦେଶ ନିବାସୀ ସମସ୍ତ ଇସ୍ରାଏଲ ସନ୍ତାନ ପ୍ରତି (ଏପରି କଲେ)। Viz kapitolaପବିତ୍ର ବାଇବଲ8 ସେହିବର୍ଷ ସେମାନେ ଇସ୍ରାଏଲୀୟଙ୍କୁ ବିନାଶ ଓ ଅତ୍ୟାଗ୍ଭର କଲେ। ଅଠର ବର୍ଷ ପର୍ଯ୍ୟନ୍ତ, ଇସ୍ରାଏଲୀୟମାନେ ଯେଉଁମାନେ କି ଯର୍ଦ୍ଦନ ନଦୀର ଅନ୍ୟ ପାର୍ଶ୍ୱରେ ଗିଲିୟଦର ଅଞ୍ଚଳରେ ବାସ କଲେ ଏବଂ ସେମାନଙ୍କ ସକାଶେ କଷ୍ଟ ଭୋଗ କଲେ। ସେହି ଦେଶ ଯେଉଁଠାରେ ଅମୋରୀତ୍ ବାସ କରୁଥିଲେ। Viz kapitola |