ବିଚାରକର୍ତ୍ତା 10:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଳେଶ ପାଇଲେ। Viz kapitolaଓଡିଆ ବାଇବେଲ9 ଆହୁରି ଅମ୍ମୋନ-ସନ୍ତାନମାନେ ଯିହୁଦା ବିରୁଦ୍ଧରେ, ବିନ୍ୟାମୀନ୍ ବିରୁଦ୍ଧରେ, ଇଫ୍ରୟିମ ବଂଶ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇଗଲେ; ତହିଁରେ ଇସ୍ରାଏଲ ଅତିଶୟ କ୍ଲେଶ ପାଇଲେ। Viz kapitolaପବିତ୍ର ବାଇବଲ9 ଅମ୍ମୋନୀୟମାନେ ଯିହୁଦା, ବିନ୍ୟାମୀନ, ଇଫ୍ରୟିମ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଯର୍ଦ୍ଦନ ପାର ହୋଇ ଗଲେ। ଅମ୍ମୋନୀୟମାନେ ଇସ୍ରାଏଲ ଲୋକମାନଙ୍କ ପାଇଁ ବଡ଼ କଷ୍ଟର କାରଣ ହେଲେ। Viz kapitola |