Online Bible

- Reklamy -




ବିଚାରକର୍ତ୍ତା 11:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ିଦେଇ କହିଲେ, “ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହା ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।

Viz kapitola kopírovat

ଓଡିଆ ବାଇବେଲ

2 ମାତ୍ର ଗିଲୀୟଦର ଭାର୍ଯ୍ୟା ତାହାର କେତେକ ପୁତ୍ର ପ୍ରସବ କଲା, ପୁଣି ତାହାର ଭାର୍ଯ୍ୟାର ପୁତ୍ରମାନେ ବଢ଼ନ୍ତେ, ସେମାନେ ଯିପ୍ତହଙ୍କୁ ତଡ଼ି ଦେଇ କହିଲେ, ତୁମ୍ଭେ ଆମ୍ଭମାନଙ୍କ ପିତୃଗୃହରେ ଅଧିକାର ପାଇବ ନାହିଁ; କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।

Viz kapitola kopírovat

ପବିତ୍ର ବାଇବଲ

2 ଗିଲିୟଦର ସ୍ତ୍ରୀ ତାହାର କେତେକ ପୁତ୍ର ଜନ୍ମ କଲା ଏବଂ ଯେତେବେଳେ ପୁତ୍ରମାନେ ବଡ଼ ହେଲେ ସେମାନେ ଯିପ୍ତହକୁ ଏହା କହି ତଡ଼ି ଦେଲେ, “ଆମ୍ଭର ପିତୃ ସମ୍ପତ୍ତିରେ ତୁମ୍ଭର କୌଣସି ଅଧିକାର ନାହିଁ, କାରଣ ତୁମ୍ଭେ ଅନ୍ୟ ସ୍ତ୍ରୀର ପୁତ୍ର।”

Viz kapitola kopírovat




ବିଚାରକର୍ତ୍ତା 11:2

Následuj nás:

Reklamy


Reklamy