Online Bible

- Reklamy -




ବିଚାରକର୍ତ୍ତା 11:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ତୁମ୍ଭର କମୋଶ୍ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ଵର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।

Viz kapitola kopírovat

ଓଡିଆ ବାଇବେଲ

24 ତୁମ୍ଭର କମୋଶ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।

Viz kapitola kopírovat

ପବିତ୍ର ବାଇବଲ

24 ତୁମ୍ଭମାନଙ୍କର ଦେବତା ସେହି କମୋଶ ତୁମ୍ଭମାନଙ୍କୁ ଯେଉଁ ଦେଶ ଦିଅନ୍ତି, ସେହି ଦେଶ ତୁମ୍ଭେମାନେ ଅଧିକାର କରି ପାରିବ। ସେହିପରି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଆମ୍ଭମାନଙ୍କୁ ଅମ୍ମୋନୀୟମାନଙ୍କର ଯେଉଁ ଦେଶ ଦିଅନ୍ତି, ତାହା ଆମ୍ଭେମାନେ ଅଧିକାର କରିବୁ।

Viz kapitola kopírovat




ବିଚାରକର୍ତ୍ତା 11:24

Následuj nás:

Reklamy


Reklamy