ବିଚାରକର୍ତ୍ତା 11:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେକେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି।” Viz kapitolaପବିତ୍ର ବାଇବଲ (Re-edited) - (BSI)31 ତେବେ ମୁଁ ଅମ୍ମୋନ୍-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ଵାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି। Viz kapitolaଓଡିଆ ବାଇବେଲ31 ତେବେ ମୁଁ ଅମ୍ମୋନ-ସନ୍ତାନଗଣ ନିକଟରୁ କୁଶଳରେ ଫେରି ଆସିବା ବେଳେ ଯେ କେହି ମୋତେ ଭେଟିବା ପାଇଁ ମୋହର ଗୃହଦ୍ୱାରରୁ ବାହାରି ଆସିବ, ସେ ନିଶ୍ଚେ ସଦାପ୍ରଭୁଙ୍କର ହେବ ଓ ମୁଁ ତାହାକୁ ହୋମବଳି ରୂପେ ଉତ୍ସର୍ଗ କରିବି। Viz kapitolaପବିତ୍ର ବାଇବଲ31 ତେବେ ମୁଁ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧରୁ ନିରାପଦରେ ଫେରି ଆସିବି। ସେହି ସମୟରେ ମୋ’ ଘର ଭିତରୁ ପ୍ରଥମେ ଯିଏ ମୋତେ ଅଭ୍ୟର୍ଥନା କରିବା ପାଇଁ ବାହାରି ଆସିବ ସେ ତୁମ୍ଭର ହେବ। ମୁଁ ତାହାଙ୍କୁ ହୋମବଳି ରୂପେ ଉତ୍ସର୍ଗ କରିବି।” Viz kapitola |