Online Bible

- Reklamy -




ବିଚାରକର୍ତ୍ତା 11:34 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

34 ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

34 ଅନନ୍ତର ଯିପ୍ତହ ମିସ୍ପୀରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।

Viz kapitola kopírovat

ଓଡିଆ ବାଇବେଲ

34 ଏଥିଉତ୍ତାରେ ଯିପ୍ତହ ମିସ୍ପାରେ ଆପଣା ଗୃହକୁ ଆସିଲେ, ଆଉ ଦେଖ, ତାଙ୍କର କନ୍ୟା ତାଙ୍କୁ ଭେଟିବା ପାଇଁ ଦାରା ନେଇ ନୃତ୍ୟ କରୁ କରୁ ଆସିଲା; ସେ ତାଙ୍କର ଏକମାତ୍ର ସନ୍ତତି ଥିଲା; ତାହା ଛଡ଼ା ତାଙ୍କର ପୁତ୍ର କି କନ୍ୟା ନ ଥିଲା।

Viz kapitola kopírovat

ପବିତ୍ର ବାଇବଲ

34 ଯିପ୍ତହ ମି‌ସ୍‌ପୀକୁ ଗଲେ, ସେ ତାଙ୍କ ଘରେ ପହଞ୍ଚିବା ମାତ୍ରେ ତାଙ୍କର ଝିଅ ତାଙ୍କୁ ଦେଖିବାକୁ ପ୍ରଥମେ ବାହାରି ଆସିଲା। ତାଙ୍କର ଝିଅ ଦାରା ନେଇ ନାଚି ନାଚି କରି ଆସିଥିଲା। ସେ ଥିଲା ଯିପ୍ତହଙ୍କର ଏକମାତ୍ର ଅଲିଅଳି କନ୍ୟା। ଯାହାଙ୍କୁ ସେ ଅତ୍ୟନ୍ତ ଭଲ ପାଉଥିଲେ। ଯିପ୍ତହଙ୍କର ଏହି ଝିଅ ବ୍ୟତୀତ ଆଉ କୌଣସି ପୁଅଝିଅ ନ ଥିଲେ।

Viz kapitola kopírovat




ବିଚାରକର୍ତ୍ତା 11:34

Následuj nás:

Reklamy


Reklamy