Online Bible

- Reklamy -




ବିଚାରକର୍ତ୍ତା 11:36 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

36 ତହିଁରେ ସେ ତାଙ୍କୁ କହିଲା, ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋʼ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ୍-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।

Viz kapitola kopírovat

ଓଡିଆ ବାଇବେଲ

36 ତହିଁରେ ସେ ତାଙ୍କୁ କହିଲା, “ହେ ଆମ୍ଭର ପିତଃ, ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା ମୁଖ ଫିଟାଇଅଛ; ତୁମ୍ଭ ମୁଖରୁ ଯାହା ନିର୍ଗତ ହୋଇଅଛି, ତଦନୁସାରେ ମୋ’ ପ୍ରତି କର; କାରଣ ସଦାପ୍ରଭୁ ତୁମ୍ଭ ନିମନ୍ତେ ତୁମ୍ଭ ଶତ୍ରୁ ଅମ୍ମୋନ-ସନ୍ତାନମାନଙ୍କଠାରୁ ପରିଶୋଧ ନେଇଅଛନ୍ତି।”

Viz kapitola kopírovat

ପବିତ୍ର ବାଇବଲ

36 ଯିପ୍ତହର କନ୍ୟା କହିଲା, “ହେ ମୋର ପିତା, ତୁମ୍ଭେ ସଦାପ୍ରଭୁଙ୍କ ନିକଟରେ କିଛି ପ୍ରତିଜ୍ଞା କଲ। ବର୍ତ୍ତମାନ ମୋ’ ପ୍ରତି ସେହି ଅନୁସାରେ କର। ଯେହେତୁ, ସଦାପ୍ରଭୁ ତୁମ୍ଭର ଶତ୍ରୁ ଅମ୍ମୋନୀୟମାନଙ୍କୁ ପରାସ୍ତ କରିବାରେ ତୁମ୍ଭଙ୍କୁ ସାହାଯ୍ୟ କଲେ।”

Viz kapitola kopírovat




ବିଚାରକର୍ତ୍ତା 11:36

Následuj nás:

Reklamy


Reklamy