ବିଚାରକର୍ତ୍ତା 11:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ଵରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ। Viz kapitolaଓଡିଆ ବାଇବେଲ8 ତହୁଁ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଯେପରି ଆମ୍ଭମାନଙ୍କ ସଙ୍ଗରେ ଯିବ ଓ ଅମ୍ମୋନ ସନ୍ତାନଗଣ ସହିତ ଯୁଦ୍ଧ କରିବ, ପୁଣି ଗିଲୀୟଦ ନିବାସୀ ଆମ୍ଭ ସମସ୍ତଙ୍କ ଉପରେ ମସ୍ତକ ସ୍ୱରୂପ ହେବ, ଏଥିପାଇଁ ସିନା ଏବେ ଆମ୍ଭେମାନେ ତୁମ୍ଭ ନିକଟକୁ ପୁନର୍ବାର ଆସିଅଛୁ। Viz kapitolaପବିତ୍ର ବାଇବଲ8 ଗିଲିୟଦର ପ୍ରାଚୀନ ନେତୃବର୍ଗ ଯିପ୍ତହକୁ କହିଲେ, “ଏଇଥିପାଇଁ ଆମ୍ଭେ ତୁମ୍ଭ ପାଖକୁ ଆସିଅଛୁ ବର୍ତ୍ତମାନ ଦୟାକରି ଆମ୍ଭ ସହିତ ଆସ ଓ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କର ଏବଂ ଗିଲିୟଦରେ ନେତା ହୁଅ।” Viz kapitola |