Online Bible

- Reklamy -




ବିଚାରକର୍ତ୍ତା 11:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ଵରୂପ ହେବି?

Viz kapitola kopírovat

ଓଡିଆ ବାଇବେଲ

9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି ?

Viz kapitola kopírovat

ପବିତ୍ର ବାଇବଲ

9 ଏହା ପରେ ଯିପ୍ତହ ଗିଲିୟଦର ପ୍ରାଚୀନ ନେତୃବର୍ଗମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ମୋତେ ଫେରାଇ ନେଉଛ, ଯଦି ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରିବାକୁ ମୋତେ ସହାୟ ହୁଅନ୍ତି ତେବେ ମୁଁ ତୁମ୍ଭମାନଙ୍କର ନେତା ହେବି।”

Viz kapitola kopírovat




ବିଚାରକର୍ତ୍ତା 11:9

Následuj nás:

Reklamy


Reklamy