Online Bible

- Reklamy -




ବିଚାରକର୍ତ୍ତା 12:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋʼ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?

Viz kapitola kopírovat

ଓଡିଆ ବାଇବେଲ

3 ଆଉ ତୁମ୍ଭେମାନେ ମୋତେ ଉଦ୍ଧାର କଲ ନାହିଁ, ଏହା ଦେଖି ମୁଁ ଆପଣା ପ୍ରାଣ ଆପଣା ହସ୍ତରେ ଘେନି ଅମ୍ମୋନ ସନ୍ତାନଗଣ ବିରୁଦ୍ଧରେ ପାର ହୋଇଗଲି, ତହୁଁ ସଦାପ୍ରଭୁ ସେମାନଙ୍କୁ ମୋର ହସ୍ତରେ ସମର୍ପଣ କଲେ; ଏହେତୁ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ ?

Viz kapitola kopírovat

ପବିତ୍ର ବାଇବଲ

3 ତୁମ୍ଭେମାନେ ମୋତେ ସାହାଯ୍ୟ କଲ ନାହିଁ। ଏଥିଯୋଗୁଁ ମୁଁ ମୋର ଜୀବନକୁ ବାଜି ଲଗାଇଲି। ମୁଁ ନଦୀ ପାର ହୋଇ ଅମ୍ମୋନୀୟମାନଙ୍କ ସହିତ ଯୁଦ୍ଧ କରିବା ପାଇଁ ଗଲି। ସଦାପ୍ରଭୁ ତାଙ୍କୁ ପରାସ୍ତ କରିବା ପାଇଁ ମୋତେ ସହାୟ ହେଲେ। ବର୍ତ୍ତମାନ ତୁମ୍ଭେମାନେ ଆଜି କାହିଁକି ମୋ’ ବିରୁଦ୍ଧରେ ଯୁଦ୍ଧ କରିବାକୁ ଆସିଲ?”

Viz kapitola kopírovat




ବିଚାରକର୍ତ୍ତା 12:3

Následuj nás:

Reklamy


Reklamy