ବିଚାରକର୍ତ୍ତା 13:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶ ବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaଓଡିଆ ବାଇବେଲ1 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ପୁନର୍ବାର କଲେ; ତହିଁରେ ସଦାପ୍ରଭୁ ଚାଳିଶବର୍ଷ ଯାଏ ସେମାନଙ୍କୁ ପଲେଷ୍ଟୀୟମାନଙ୍କ ହସ୍ତରେ ସମର୍ପଣ କଲେ। Viz kapitolaପବିତ୍ର ବାଇବଲ1 ପୁନର୍ବାର ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ସେହିପରି କାର୍ଯ୍ୟମାନ ଇସ୍ରାଏଲର ଲୋକମାନେ କଲେ। ତେଣୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ହସ୍ତରେ ସେମାନଙ୍କୁ ଗ୍ଭଳିଶ୍ ବର୍ଷ ଯାଏ ସମର୍ପଣ କଲେ। Viz kapitola |