ବିଚାରକର୍ତ୍ତା 13:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହୁଁ ମାନୋହ କହିଲା, “ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ?” Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହୁଁ ମାନୋହ କହିଲା, ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ? Viz kapitolaଓଡିଆ ବାଇବେଲ12 ତହୁଁ ମାନୋହ କହିଲା, ଆପଣଙ୍କ ବାକ୍ୟ ସଫଳ ହେଉ; ବାଳକ ପ୍ରତି କି ବିଧି ଓ ତାହାର କି କାର୍ଯ୍ୟ ହେବ ? Viz kapitolaପବିତ୍ର ବାଇବଲ12 ତେଣୁ ମାନୋହ କହିଲା, “ଯେବେ ତୁମ୍ଭର ବାକ୍ୟ ପୂରଣ ହେଉଛି, ବାଳକର ଜୀବନ ପ୍ରତି କି ପ୍ରକାର କାର୍ଯ୍ୟ ପ୍ରଦର୍ଶନ ହେବ? ସେ କ’ଣ କରିବ?” Viz kapitola |