ବିଚାରକର୍ତ୍ତା 13:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବା ଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳି ଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ। Viz kapitolaଓଡିଆ ବାଇବେଲ15 ଆହୁରି ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ବିନୟ କରୁଅଛି, ଆପଣଙ୍କ ପାଇଁ ଛେଳିଛୁଆଟିଏ ପ୍ରସ୍ତୁତ କରିବାଯାଏ ଆମ୍ଭେମାନେ ଆପଣଙ୍କୁ ଅଟକାଇ ରଖୁ। Viz kapitolaପବିତ୍ର ବାଇବଲ15 ଏହା ପରେ ମାନୋହ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ବିନୟ କରୁଅଛୁ, ଆପଣ ଆମ୍ଭ ସହିତ କିଛି ସମୟ ରୁହନ୍ତୁ। ଆମ୍ଭେ ଆପଣଙ୍କ ପାଇଁ ଏକ ଯୁବାଛେଳି ପ୍ରସ୍ତୁତ କରିବୁ।” Viz kapitola |