ବିଚାରକର୍ତ୍ତା 13:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, “ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର।” ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର। ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା। Viz kapitolaଓଡିଆ ବାଇବେଲ16 ତହିଁରେ ସଦାପ୍ରଭୁଙ୍କ ଦୂତ ମାନୋହକୁ କହିଲେ, ତୁମ୍ଭେ ଆମ୍ଭକୁ ଅଟକାଇ ରଖିଲେ ହେଁ ଆମ୍ଭେ ତୁମ୍ଭ ଆହାର ଭୋଜନ କରିବୁ ନାହିଁ; ପୁଣି ଯେବେ ତୁମ୍ଭେ ହୋମବଳି ପ୍ରସ୍ତୁତ କର, ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାହା ଉତ୍ସର୍ଗ କର। ସେ ଯେ ସଦାପ୍ରଭୁଙ୍କ ଦୂତ, ଏହା ମାନୋହ ଜାଣି ନ ଥିଲା। Viz kapitolaପବିତ୍ର ବାଇବଲ16 ସଦାପ୍ରଭୁଙ୍କର ଦୂତ ମାନୋହଙ୍କୁ କହିଲେ, “ତୁମ୍ଭେ ମୋତେ ଅଟକାଇ ରଖିଲେ ବି ମୁଁ ତୁମ୍ଭର ଖାଦ୍ୟ ଖାଇବି ନାହିଁ। ଯଦି ତୁମ୍ଭେ ଇଚ୍ଛାକର ତେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ଉତ୍ସର୍ଗ କରିପାର।” ସେ ମନୁଷ୍ୟ ଯେ ସଦାପ୍ରଭୁଙ୍କର ଦୂତ ଏ କଥା ମାନୋହ ଜାଣି ନ ଥିଲା। Viz kapitola |