ବିଚାରକର୍ତ୍ତା 13:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରୀୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Viz kapitolaଓଡିଆ ବାଇବେଲ2 ସେହି ସମୟରେ ଦାନୀୟ ଗୋଷ୍ଠୀ ମଧ୍ୟରେ ସରାୟ ନିବାସୀ ଏକ ମନୁଷ୍ୟ ଥିଲା, ତାହାର ନାମ ମାନୋହ; ତାହାର ଭାର୍ଯ୍ୟା ବନ୍ଧ୍ୟା ଓ ପ୍ରସବ କରି ନ ଥିଲା। Viz kapitolaପବିତ୍ର ବାଇବଲ2 ଏହା ପରେ ସରିୟନିବାସୀ ଜଣେ ଲୋକ ଯାହାର ନାମ ଥିଲା ମାନୋହ। ତାଙ୍କର ଏକ ସ୍ତ୍ରୀ ଥିଲା କିନ୍ତୁ ସେ ଥିଲା ବନ୍ଧ୍ୟା। କାରଣ ସେ କୌଣସି ପିଲାକୁ ଜନ୍ମ ଦେବାକୁ ଅକ୍ଷମ ଥିଲା। Viz kapitola |