Online Bible

- Reklamy -




ବିଚାରକର୍ତ୍ତା 13:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

24 ଏଥି ଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍ଶୋନ୍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।

Viz kapitola kopírovat

ଓଡିଆ ବାଇବେଲ

24 ଏଥିଉତ୍ତାରେ ସେହି ସ୍ତ୍ରୀ ପୁତ୍ର ପ୍ରସବ କରି ତାହାର ନାମ ଶାମ୍‍ଶୋନ୍‍ ଦେଲା। ତହୁଁ ସେହି ବାଳକ ବଢ଼ିଲା ଓ ସଦାପ୍ରଭୁ ତାହାକୁ ଆଶୀର୍ବାଦ କଲେ।

Viz kapitola kopírovat

ପବିତ୍ର ବାଇବଲ

24 ଏହା ପରେ ସେହି ସ୍ତ୍ରୀ ଜଣକ ଏକ ପୁତ୍ର ସନ୍ତାନ ଜନ୍ମ ଦେଲା। ସେ ତାଙ୍କର ନାମ ଶା‌ମ୍‌ଶୋନ୍ ରଖିଲେ। ଶା‌ମ୍‌ଶୋନ୍ ସଦାପ୍ରଭୁଙ୍କର ଆଶୀର୍ବାଦରେ ବଢ଼ିବାକୁ ଲାଗିଲେ।

Viz kapitola kopírovat




ବିଚାରକର୍ତ୍ତା 13:24

Následuj nás:

Reklamy


Reklamy